Psalms 3:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]