Psalms 3:5 — Compare Translations
5 translations compared side by side
Odia - 1840
"ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।