Psalms 3:6 — Compare Translations
5 translations compared side by side
Odia - 1840
"ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।