Psalms 3:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।