Psalms 3:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]