Psalms 30:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମାରେ ଶତ୍ରୁଙ୍କୁ ମାେତେ ପରାଜିତ କରିବାକୁ ସୁଯୋଗ ଦଲେ ନାହିଁ କି ସମାନେେ ମାେତେ ପରିହାସ କରିବାକୁ ଦଲେ ନାହିଁ। ତଣେୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ। ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।