Psalms 30:10 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ ଓ ମାେ ପ୍ରତି କରୁଣା ପ୍ରଦର୍ଶନ କର। ହେ ସଦାପ୍ରଭୁ ମାରେ ସହାୟ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର। ହେ ସଦାପ୍ରଭୁ ମୋର ସହାୟ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ।