Psalms 30:11 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ। ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;