Psalms 30:12 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କବେେ ନୀରବରେ ବସି ରହିବି ନାହିଁ। ତଣେୁ ସବୁବେଳେ କହେି ନା କହେି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ। ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।