Psalms 30:2 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମାେତେ ସୁସ୍ଥ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।