Psalms 30:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁ ଗୁମ୍ଫାରୁ ମାରେ ପ୍ରାଣ ବଞ୍ଚାଇ ରଖିଛ। ମାେତେ ସହେି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦଇେ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ। ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।