Psalms 30:5 — Compare Translations
5 translations compared side by side
Odia - 1840
"ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ୍ରୋଧିତ ହୁଅନ୍ତି। ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”। କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।