Psalms 30:6 — Compare Translations

5 translations compared side by side

Odia - 1840
"ମୁଁ ସେତବେେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମାରେ କିଛି କ୍ଷତି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।”