Psalms 30:7 — Compare Translations

5 translations compared side by side

Odia - 1840
"ହଁ ସଦାପ୍ରଭୁ, ଯେ ତବେଳେ ତୁମ୍ଭେ ମାେ ପ୍ରତି ଦୟା କଲେ, ମୁଁ ସେତବେେଳେ ଭାବିଲି, କହେି ମାେତେ ପରାସ୍ତ କରିପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତବେେଳେ ମାେ ପାଖରୁ ଦୂରଇେ ଗଲ, ମୁଁ ସେତବେେଳେ ବ୍ଯାକୁଳ ହାଇେ ଭୟରେ ଥରି ଉଠିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ, ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ, ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।