Psalms 30:8 — Compare Translations
5 translations compared side by side
Odia - 1840
"ତଣେୁ ହେ ପରମେଶ୍ବର, ମୁଁ ତୁମ୍ଭକୁ ମାେ ପ୍ରତି ସଦଯ ହବୋକୁ ନିବଦନେ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ପରମେଶ୍ୱର, ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।