Psalms 30:9 — Compare Translations

5 translations compared side by side

Odia - 1840
"ମୁଁ କହିଲି, ହେ ପ୍ରଭୁ କ'ଣ ଭଲ ହବେ ୟଦି ମୁଁ ମରିୟାଏ। ମୁଁ କବର ଭିତରକୁ ଗଲେ କ'ଣ ଲାଭ। ମୃତ ଲୋକମାନେ ସହେି ମାଟିର କବରରେ ଶୋଇ ରହନ୍ତି। ସମାନେେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସମାନେେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭମାନେେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ? ମୁଁ କବର ଭିତରକୁ ଗଲେ କ’ଣ ଲାଭ? ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି। ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
Odia IRV 2017 (ଓଡିଆ ବାଇବେଲ)
ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?