Psalms 31:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ। ମାେତେ ତୁମ୍ଭେ ନିରାଶ କର ନାହିଁ। ମାେ ପ୍ରତି ଦୟା କର ଓ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ। ମୋତେ ତୁମ୍ଭେ ନିରାଶ କର ନାହିଁ। ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।