Psalms 31:10 — Compare Translations
5 translations compared side by side
Odia - 1840
"ମାରେ ଜୀବନ ଦୁଃଖରେ ଶଷେ ହବୋକୁ ଯାଉଛି। ମାରେ ଜୀବନ ଦୁଃଖରେ ସରିୟିବ। ମାରେ ଅସ୍ଥିସବୁ କ୍ଷୀଣ ହାଇେ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହାଇଯୋଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି। ମୋର ଜୀବନ ଦୁଃଖରେ ସରିଯିବ। ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।