Psalms 31:11 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେତେ ଘୃଣା କରନ୍ତି, ମାରେ ପଡ଼ୋଶୀମାନେ ମଧ୍ଯ ମାେତେ ଘୃଣା କରନ୍ତି। ମାରେ ବନ୍ଧୁବାନ୍ଧବମାନେ ରାସ୍ତାରେ ଦଖାେ ହେଲେ ଭୟ କରି ମାଠାରୁେ ଦୂରଇେ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି, ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି। ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ।