Psalms 31:12 — Compare Translations
5 translations compared side by side
Odia - 1840
"ଲୋକମାନେ ମାେତେ ସମ୍ପୂର୍ଣ୍ଣ ଭୁଲି ଗଲଣେି ୟମେିତି କୌଣସି ପୁରୁଣା ଭଙ୍ଗା ପାତ୍ର ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।