Psalms 31:13 — Compare Translations
5 translations compared side by side
Odia - 1840
"ମୁଁ ଲୋକମାନେ କହୁଥିବା ସହେି ଭୟଙ୍କର କଥାସବୁ ଶୁଣେ, ସମାନେେ ମାେ ବିରୁଦ୍ଧରେ ଯୋଜନା କରୁଛନ୍ତି। ସମାନେେ ମାେତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ, ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି। ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।