Psalms 31:14 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ। ତୁମ୍ଭେ ହିଁ ମାରେ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ। ତୁମ୍ଭେ ହିଁ ମୋର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”