Psalms 31:15 — Compare Translations
5 translations compared side by side
Odia - 1840
"ମାରେ ଜୀବନ ତୁମ୍ଭ ହାତରେ, ମାେତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର। କେତକେ ଲୋକ ମାେ ପଛରେ ଗୋଡ଼ାଇଛନ୍ତି। ସମାନଙ୍କେଠାରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର। କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି। ସେମାନଙ୍କଠାରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।