Psalms 31:16 — Compare Translations
5 translations compared side by side
Odia - 1840
"ଆପଣା ସବେକକୁ ଦୟାକର ଓ ଆପଣା ସ୍ନହପେୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମାରେ ଜୀବନ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ସେବକକୁ ଦୟାକର ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
Odia IRV 2017 (ଓଡିଆ ବାଇବେଲ)
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।