Psalms 31:17 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମାେତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହବେେ। ସମାନେେ ନୀରବରେ କବରକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମୋତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହେବେ। ସେମାନେ ନୀରବରେ କବରକୁ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।