Psalms 31:18 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମାନେ ମିଥ୍ଯାବାଦୀ। ସମାନେେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ଯାକଥା କୁହନ୍ତି। ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାରୀ। ସମାନଙ୍କେର ସହେି ମିଥ୍ଯା କହୁଥିବା ଓଷ୍ଠ ନୀରବ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ। ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି। ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ। ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।