Psalms 31:19 — Compare Translations

5 translations compared side by side

Odia - 1840
"ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର। ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
Odia IRV 2017 (ଓଡିଆ ବାଇବେଲ)
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍!