Psalms 31:2 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେ ନିବଦନେ ଶୁଣ। ଶୀଘ୍ର ଆସି ମାେତେ ଉଦ୍ଧାର କର। ମାେତେ ଚଟାଣ ସଦୃଶ ରକ୍ଷା କର। ମାରେ ନିରାପଦ ଆଶ୍ରଯସ୍ଥଳର ଦୁର୍ଗ ଭଳି କାର୍ୟ୍ଯ କର। ମାରେ ନିରାପତ୍ତା ବଳଯ ହୁଅ। ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋ’ ନିବେଦନ ଶୁଣ। ଶୀଘ୍ର ଆସି ମୋତେ ଉଦ୍ଧାର କର। ମୋତେ ଚଟାଣ ସଦୃଶ ରକ୍ଷା କର। ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର। ମୋର ନିରାପତ୍ତା ବଳୟ ହୁଅ। ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।