Psalms 31:20 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଏକତ୍ରୀତ ହାଇେ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଚାହାଁନ୍ତି। ସହେି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସହେି ଉତ୍ତମ ଲୋକଙ୍କୁ ଲୁଚାଇ ରଖି ସମାନଙ୍କେୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସମାନଙ୍କେୁ ଆପଣା ଆଶ୍ରଯ ସ୍ଥଳରେ ରକ୍ଷାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି। ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।