Psalms 31:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ଆଶୀର୍ବାଦ କରନ୍ତୁ। ମୁଁ ଯେତବେେଳେ ଶତ୍ରୁମାନଙ୍କ ଦ୍ବାରା ବେଷ୍ଟିତ ନଗରରେ କବଳିତ ହଲିେ, ସେତବେେଳେ ସେ ମାେତେ ଅନୁଗ୍ରହ ପ୍ରଦର୍ଶନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ। ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।