Psalms 31:22 — Compare Translations

5 translations compared side by side

Odia - 1840
"ମୁଁ ଭୟଭୀତ ହାଇେ ପଡ଼ିଲି ଓ ମୁଁ କହିଲି, ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ବର ମାେତେ ଦେଖିପାରିବେ ନାହିଁ। କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ ପରମେଶ୍ବର ତୁମ୍ଭେ ସହାୟତା ପାଇଁ ମାରେ ଡ଼ାକ ଶୁଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।” କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।