Psalms 31:23 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସହେି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ଯବହାର କରନ୍ତି। ସେ ସହେିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି ଯେଉଁମାନେ ଦଣ୍ଡର ଅଧିକାରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି। ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।