Psalms 31:24 — Compare Translations
5 translations compared side by side
Odia - 1840
"ସାହସୀ ହୁଅ, ତା ହେଲେ ପରମେଶ୍ବର ତୁମ୍ଭକୁ ଶକ୍ତିଶାଳୀ କରିବେ। ହେ ଲୋକମାନେ ଯେଉଁମାନେ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ। ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।