Psalms 31:3 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ଦୃଢ଼ ଶୈଳ। ତଣେୁ ମାେତେ ତୁମ୍ଭର ପଥ ଦଖାେଅ ଓ ଦିଗଦର୍ଶନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ। ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।