Psalms 31:4 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେ ସମ୍ମୁଖରେ ଏକ ୟନ୍ତା ବସାଇଛନ୍ତି। ସମାନଙ୍କେ ସହେି ୟନ୍ତାରୁ ମାେତେ ଉଦ୍ଧାର କର। ତୁମ୍ଭେ ମାରେ ନିରାପଦ ସ୍ଥଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି। ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର। ତୁମ୍ଭେ ମୋର ନିରାପଦ ସ୍ଥଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।