Psalms 31:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ବର ୟାହାଙ୍କୁ ଆମ୍ଭେ ବିଶ୍ବାସ କରିପାରିବୁ। ମୁଁ ମାରେ ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି। ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ। ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି। ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।