Psalms 31:6 — Compare Translations
5 translations compared side by side
Odia - 1840
"ଯେଉଁମାନେ ମିଥ୍ଯା ଦବଦୋଙ୍କୁ ପୂଜା କରନ୍ତି ମୁଁ ସମାନଙ୍କେୁ ଘୃଣା କରେ। ମୁଁ କବଳେ ସଦାପ୍ରଭୁଙ୍କୁ ନିର୍ଭର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ। ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।