Psalms 31:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ଦୟାର ସାଗର। ତଣେୁ ମାେତେ ସୁଖରେ ରଖନ୍ତି। ତୁମ୍ଭେ ମାରେ ଦୂରାବସ୍ଥା ଦେଖିଛ। ତୁମ୍ଭେ ଜାଣ ମାେ ଉପରେ ଯେଉଁ ବିପଦ ପଡ଼ିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦୟାର ସାଗର। ତେଣୁ ମୋତେ ସୁଖରେ ରଖନ୍ତି। ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ। ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।