Psalms 31:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ଶତ୍ରୁଙ୍କ ହସ୍ତରେ ମାେତେ ଅର୍ପଣ କରିବ ନାହିଁ। ତୁମ୍ଭେ ସମାନଙ୍କେ ୟନ୍ତାରୁ ମାେତେ ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ। ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।