Psalms 31:9 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ ଉପରେ ଅନକେ ବିପଦ ପଡ଼ିଛି, ତଣେୁ ମାେ ପ୍ରତି କରୁଣା କର। ମୁଁ ଏତେ ବିଚଳିତ ହାଇେ ପଡ଼ିଛି ୟେ ମାରେ ଚକ୍ଷୁ ୟନ୍ତ୍ରଣା କରୁଛି। ମାରେ ଗଳା ଶୁଖି ଯାଉଛି, ମାେ ପାକସ୍ଥଳୀ ୟନ୍ତ୍ରଣା ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର। ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି। ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।