Psalms 32:1 — Compare Translations
5 translations compared side by side
Odia - 1840
"ୟାହାର ସବୁ ପାପ କ୍ଷମା କରାୟାଇଅଛି, ସେ ବ୍ଯକ୍ତି ଧନ୍ଯ। ସହେି ବ୍ଯକ୍ତି ଅଧିକ ଭାଗ୍ଯଶାଳୀ, ଯେତବେେଳେ ତା'ର ସମସ୍ତ ପାପ ଧୋଇ ଦିଆୟାଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ। ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା’ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।