Psalms 32:10 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନଙ୍କ ଉପରେ ଅନକେ ଅଘଟଣ ଘଟିଛି, କିନ୍ତୁ ପରମେଶ୍ବର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି, କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।