Psalms 32:11 — Compare Translations
5 translations compared side by side
Odia - 1840
"ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।