Psalms 32:2 — Compare Translations
5 translations compared side by side
Odia - 1840
"ଜଣେ ବ୍ଯକ୍ତି ଅଧିକ ଖୁସି ହୁଏ, ଯେତବେେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସହେି ବ୍ଯକ୍ତିଟି ଅଧିକ ଭାଗ୍ଯଶାଳୀ ୟିଏ ନିଜର ପାପକୁ ଗୋପନ ରେଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ, ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।