Psalms 32:4 — Compare Translations

5 translations compared side by side

Odia - 1840
"ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]