Psalms 32:5 — Compare Translations
5 translations compared side by side
Odia - 1840
"କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି। ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]