Psalms 32:6 — Compare Translations
5 translations compared side by side
Odia - 1840
"ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।