Psalms 32:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭେ ହିଁ ମାରେ ଲୁଚିବାର ସ୍ଥାନ ଅଟ। ତୁମ୍ଭେ ମାେତେ ସମସ୍ତ ବିପଦରୁ ଉଦ୍ଧାର କର। ତୁମ୍ଭେ ମାରେ ଚତୁର୍ଦ୍ଦିଗରେ ରହି ମାେତେ ରକ୍ଷା କର। ତଣେୁ ଯେଉଁ ଉପାଯରେ ମାେତେ ବଞ୍ଚାଇଲ ମୁଁ ସହେି ବିଷଯରେ ଗୀତ ବୋଲିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ। ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର। ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର। ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]