Psalms 32:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ମୁଁ ତୁମ୍ଭକୁ ଶିକ୍ଷା ଦବେି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ଯ ବତାଇ ଦବେି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ବାବଧାରକ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।