Psalms 32:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ବମାନଙ୍କୁ ଲଗାମର ବ୍ଯବହାର କର। କାରଣ ସମାନଙ୍କେୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ବରଙ୍କ ସହିତ ସପରେି ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର। କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।